Hi Muni Kemiti Achha cover art

Hi Muni Kemiti Achha

Preview
Try Standard free
Select 1 audiobook a month from our entire collection.
Listen to your selected audiobooks as long as you're a member.
Auto-renews at $8.99/mo after 30 days. Cancel anytime.

Hi Muni Kemiti Achha

By: ପଦ୍ମଜ ପାଳ
Narrated by: ଅଭିରାମ ଖୁଣ୍ଟିଆ
Try Standard free

Auto-renews at $8.99/mo after 30 days. Cancel anytime.

Buy Now for $16.99

Buy Now for $16.99

About this listen

ପଦ୍ମଜ ପାଳ ଆମ ସମୟର ଅନ୍ୟତମ ସଶକ୍ତ ସର୍ଜନାକାର । ବିଶେଷତଃ ଗଳ୍ପ ଓ ଉପନ୍ୟାସରେ ସେ ତାଙ୍କର ପ୍ରର୍ଯ୍ୟାପ୍ତ ସୃଜନଶୀଳତା ବିନିଯୋଗ କରିଛନ୍ତି; ଯାହା ବଦଳରେ ଓଡ଼ିଆ ସାହିତ୍ୟ ପାଇଛି ବେଶ୍‍କିଛି ଉଲ୍ଲେଖନୀୟ ଓ ସ୍ମରଣୀୟ କଥାସାହିତ୍ୟ । 'ହାଏ ମୁନି, କେମିତି ଅଛ!' ସମକାଳର ସାକ୍ଷ୍ୟ ଓ ସଂବେଦନା ବହନ କରୁଥିବା ଏକ ପରୀକ୍ଷାଧର୍ମୀ ଉପନ୍ୟାସ, ଯାହା 'କଥା'ରେ ଧାରାବାହିକ ଭାବେ ପ୍ରକାଶ ପାଇ ଅପୂର୍ବ ପାଠକୀୟତା ହାସଲ କରିଥିଲା । ଥରେ ଶୁଣି ଦେଖନ୍ତୁ ଅଭିରାମ ଖୁଣ୍ଟିଆଙ୍କ କଣ୍ଠରେ...©2021 Storyside IN (P)2021 Storyside IN Genre Fiction Literary Fiction
No reviews yet
In the spirit of reconciliation, Audible acknowledges the Traditional Custodians of country throughout Australia and their connections to land, sea and community. We pay our respect to their elders past and present and extend that respect to all Aboriginal and Torres Strait Islander peoples today.